Masthead

ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ଶିକ୍ଷାଧିକାରୀ କାର୍ଯ୍ୟାଳୟ କିରାଣୀ । ୧୫ହଜାର ଟଙ୍କା ଲାଂଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । କିରାଣୀ ହେଲେ ନାରାୟଣ ଚନ୍ଦ୍ର ଲେଙ୍କା । ଏବେ ବି ଚଢାଉ ଜାରି ରହିଛି । ପୈତୃକ ଘର ମାର୍ଶାଘାଇ ଥାନା ଆଶ୍ରମବାଲିକୁଦା ସହିତ ମାର୍ଶାଘାଇ ଜୁଣ ଭଡା ଘରେ ମଧ୍ୟ ଚାଲିଛି ଚଢ଼ାଉ ।

କିରାଣୀ ନାରାୟଣ ଚନ୍ଦ୍ର ଲେଙ୍କା ଏକ ବିଲ୍ ପାସ୍ କରାଇବା ପାଇଁ ଜଣେ ପ୍ରଧାନ ଶିକ୍ଷକଙ୍କ ଠାରୁ ମାର୍ଶାଘାଇ ବଜାରରେ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ୍ ଶ୍ରୀ ଲେଙ୍କାଙ୍କୁ ମାଡି ବସିଥିଲା । ପରେ ନିଜ ପୈତୃକ ଘର ଆଶ୍ରମ ବାଲିକୁଦା ସହ ମାର୍ଶାଘାଇ ଜୁଣ ଛକ ସ୍ଥିତ ରହୁଥିବା ଭଡା ଘରେ ଚଢ଼ାଉ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?