Masthead

ପୂର୍ବତନ ଜିଲ୍ଲା ପରିଷଦଙ୍କୁ ଆକ୍ରମଣ

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ): ପୂର୍ବତନ ଜିଲ୍ଲା ପରିଷଦଙ୍କୁ ଆକ୍ରମଣ । ଲକ୍ଷ୍ମୀପୁର ବ୍ଲକ ପାର୍ଦା କୁଲେସିକାଙ୍କୁ ଆକ୍ରମଣ । ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ପୂର୍ବତନ ବିଜେଡି ଦଳର ଜିଲ୍ଲା ପରିଷଦ ପାର୍ଦା କୁଲେସିକାଙ୍କୁ କେହି ଦୁର୍ବୃତ୍ତ ମାନେ ମଧ୍ୟ ରାତ୍ରୀରେ ମରଣାତ୍ମକ ଆକ୍ରମଣ କରି ଘଟଣାସ୍ଥଳରୁ ଚାଲିଯାଇ ଥିବା ବେଳେ ପାର୍ଦା କୁଲେସିକା ଆଜି ଲକ୍ଷ୍ମୀପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ତାଙ୍କ ମୁଣ୍ଡରେ ଏବଂ ବାମ ଗୋଡ଼ରେ ଆଘାତ ଲାଗିଥିବା ବେଳେ ମୁଣ୍ଡ ପିଠି ରକ୍ତାକ୍ତ ହୋଇଥିବା ଦେଖିବାକୁ ମିଳିଛି। ତେବେ କ’ଣ ପାଇଁ ଏବଂ କାହିଁକି ତାଙ୍କ ଘର ନିକଟରେ ଜଗି ଆକ୍ରମଣ କରିଛନ୍ତି ତାହା ପୋଲିସ ତଦନ୍ତ ପରେ ହିଁ ଜଣା ପଡ଼ିବ ବୋଲି ଆଖପାଖ ଲୋକେ ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ