Masthead

ଟ୍ରକ-ବୋଲେରୋ ମୁହାଁମୁହିଁ

କଣ୍ଟାମାଳ, (ବଡ଼ ଖବର ବ୍ୟୁରୋ): ରବିବାର ମଧ୍ୟାହ୍ନରେ ୫୭ ନମ୍ବର ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୌଦ୍ଧ ବ୍ଲକ ଗମ୍ଭାରୀପଦର ପେଟ୍ରୋଲ୍‌ ପମ୍ପ ନିକଟରେ ଗୋଟିଏ ବଲେରୋ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଉଭୟ ଗାଡି ମଧ୍ୟରେ ଧକ୍କା ହୋଇଥିଲେ ମଧ୍ୟ ବଲେରୋରେ ଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ବ୍ଲକ୍‌ ତେଲିବନ୍ଧ ଗ୍ରାମରୁ ଗୋଟିଏ ପରିବାରର ୫ ସଦସ୍ୟ ଏକ ବଲେରୋରେ ବୌଦ୍ଧଆଡକୁ ଯାଉଥିବାବେଳେ ସୋନପୁର ଆଡକୁ ଯାଉଥିବା ଗୋଟିଏ ଟ୍ରକ୍‌ ସହ ଗମ୍ଭାରୀ ପଦର ପେଟ୍ରୋଲ୍‌ ପମ୍ପ ନିକଟରେ ଧକ୍କା ହୋଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ