Masthead

ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର । ସମ୍ବଲପୁର ଧନୁପାଲି ଥାନା ଅଞ୍ଚଳରେ ଏନକାଉଣ୍ଟର ।  ଦୁର୍ଦ୍ଦାନ୍ତ ଅପରାଧୀ ଏମ୍‌ଡି ସାମଦ ଆହତ । ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି । ସାମଦର ବାମ ଗୋଡ଼ରେ ବାଜିଛି ଗୁଳି । ଗତକାଲି ଜଣେ ଯୁବକଙ୍କୁ ହତ୍ୟା କରିଥିଲା ସାମଦ । ପୋଲିସ ଅଭିଯୁକ୍ତଙ୍କୁ ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ସେମାନେ ଗୁଳିଚାଳନା କରିଥିଲେ । ପୋଲିସର ପାଲଟା ଗୁଳିରେ ଆହତ ହୋଇଛି ସାମଦ । ଏହି ଘଟଣାରେ ସାମଦର ଭାଇ ଓ୍ବାସିମ ଫେରାର ଅଛି । ଘଟଣାସ୍ଥଳରୁ ପୋଲିସ ଗୋଟିଏ ପିସ୍ତଲ, ୩ଟି ଖୋକା ଓ ଗୋଟିଏ ବାଇକ ଜବତ କରିଛି । ଏନକାଉଣ୍ଟର ପରେ ଆହତ ଅଭିଯୁକ୍ତକୁ ଭୀମସାରରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି