Masthead

ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ । ଛୁଟି ଓ ଅନ୍ୟାନ ସୁବିଧା ମିଳୁ ନଥିବାରୁ ଜଣାଇଲେ ଅସନ୍ତୋଷ । ନା ମିଳୁଛି ପେନସନ୍ ନା ଇପିଏଫ ବ୍ୟବସ୍ଥା । ନିଜ ଅଧିକାର ନେଇ ଭିଡିଓ ଜାରି କରି ଦୁଃଖ ଜଣାଇଲେ ରଞ୍ଜନ ମଲ୍ଲିକ । ୨୫ ତାରିଖରେ ଆତ୍ମାହୁତି ଦେବାକୁ ଧମକ । ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଚିଠି ମଧ୍ୟ ଲେଖିଛନ୍ତି । ଏଥିରେ ସେ ଲେଖିଛନ୍ତି ୧୯୬୧ ଓ ୧୯୬୨ ମସିହାର ହୋମ୍‌ଗାର୍ଡ ବ୍ରିଟିଶ୍ ଆଇନ୍‌କୁ ଆଉ ସହି ହେଉନି ।

ଓଡ଼ିଶା ହୋମ୍‌ଗାର୍ଡଙ୍କଠାରୁ ସେମାନଙ୍କ ଅଧିକାର, ପୋଷାକ, ଅସ୍ତ୍ର ଛଡ଼ାଇ ନେଇ ସେମାନଙ୍କୁ ସେମାନଙ୍କୁ ସୈନିକରୁ କ୍ରୀତଦାସ କରିଦିଆଯାଇଛି । ସୁପ୍ରିମ୍‌କୋର୍ଟ ଓ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ହେଉନାହିଁ । ରାଷ୍ଟ୍ରପତିଙ୍କୁ ହୋମ୍‌ଗାର୍ଡଙ୍କ ବିଷୟରେ ମିଛ ଓ ଭୁଲ୍ ତଥ୍ୟ ପ୍ରଦାନ କରାଯାଉଛି । ଏହିପରି ୧୫ଟି ପ୍ରସଙ୍ଗ ଉଠାଇ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ୨୫ ତାରିଖ ସୁଦ୍ଧା କୌଣସି ସମାଧାନ ନହେଲେ ବିଧାନସଭା ଆଗରେ ଆତ୍ମାହୁତି ଦେବାକୁ ଧମକ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼