Masthead

ସାର ଅଭାବ, NH ଅବରୋଧ କଲେ ଚାଷୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ସାର ଅଭାବକୁ ନେଇ ମାଥିଲି ଠାରେ ରାଜପଥ ଅବରୋଧ କଲେ ଚାଷୀ । ମାଲକାନଗିରି ଜିଲ୍ଲାର ମାଥିଲି ଲ୍ୟାମ୍ପ ନିକଟରେ ଆଜି ସକାଳୁ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କଲେ ଶତାଧିକ ଚାଷୀ। ସାର ଅଭାବରେ ଚାଷ କରିବା ଅସମ୍ଭବ ହୋଇପଡ଼ୁଥିବାରୁ ଚାଷୀମାନେ ରାସ୍ତାକୁ ଅବରୋଧ କରିଥିବା କୁହାଯାଉଛି। ଚାଷୀମାନଙ୍କ ଦାବି କରିଛନ୍ତି ସାର ବଣ୍ଟନ କରାଗଲେ ମାତ୍ରେ ଅବରୋଧ ଉଠିବ। ଏହି ଅବରୋଧକୁ ବିଜେଡି ଏବଂ ଆଦିବାସୀ ମହାସଂଘ ସମର୍ଥନ ଦେଇଥିବାରୁ ଆନ୍ଦୋଳନର ତୀବ୍ରତା ଆହୁରି ବଢ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ