Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଦୁଇ ଦିନରେ ବଙ୍ଗୋପସାଗରରେ ପୁଣି  ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୨୯ ତାରିଖ ଯାଏ  ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ ପ୍ରବଳ  ବର୍ଷା ସମ୍ଭାବନା ଅଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି   । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି  । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି