୩୦ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ପୋଲିସକୁ ମିଳିଲା ବଡ ସଫଳତା । ୮୧ ଲକ୍ଷ ଟଙ୍କାର ପୁରସ୍କାର ଘୋଷିତ ୩୦ ଜଣ ମାଓବାଦୀ ବିଜାପୁର ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ କିଛି ଡିଭିସିଏମ, ଏସିଏମ ଓ ପିଏଲଜିଏ ସଦସ୍ୟ ରହିଛନ୍ତି । ଦୁର୍ଗମ ଅଞ୍ଚଳରେ ସରକାରଙ୍କ ବିକାଶମୂଳକ କାର୍ଯ୍ୟ, ରାସ୍ତା ନିର୍ମାଣ, ପାଣି, ବିଦ୍ୟୁତ ଓ ଅନ୍ୟାନ୍ୟ ଜନ ହିତକର ଯୋଜନା ଗାଁ ଲୋକଙ୍କ ପାଖରେ ପହଞ୍ଚିବା ଆରମ୍ଭ କରିଛି।

ସୁରକ୍ଷା ବାହିନୀର ଗ୍ରାମବାସୀଙ୍କ ସହିତ ସକାରାତ୍ମକ ଆଲୋଚନା, କମ୍ୟୁନିଟି ପୋଲିସି ଅଧୀନରେ ଦିଆଯାଉଥିବା ଜନ କଲ୍ୟାଣକାରୀ ଯୋଜନା ବିଷୟରେ ସୂଚନା ଏବଂ ଛତିଶଗଡ଼ ସରକାରଙ୍କ ଆତ୍ମସମର୍ପଣ ଏବଂ ପୁନର୍ବାସ ନୀତିର ବ୍ୟାପକ ପ୍ରଚାର ଯୋଗୁଁ ସଂଗଠନରୁ ମାଓବାଦୀଙ୍କ ଭ୍ରମ ଦୂର ହୋଇଛି । ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା ସମସ୍ତ ମାଓବାଦୀଙ୍କୁ ପ୍ରୋତ୍ସାହନ ସ୍ୱରୂପ ୫୦ ଟଙ୍କାର ଚେକ୍ ପ୍ରଦାନ କରାଯାଇଛି । ପରେ ସେମାନଙ୍କୁ ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ବୋଲି ବିଜାପୁର ଏସପି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’