Masthead

ଶିକ୍ଷକଙ୍କ ବଦଳିକୁ ନେଇ ଧାରଣାରେ ଛାତ୍ରଛାତ୍ରୀ

ପାଟକୁରା (ବଡ଼ ଖବର ବ୍ୟୁରୋ): ବିଦ୍ୟାଳୟ ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା । ଶିକ୍ଷକଙ୍କ ବଦଳିକୁ ନେଇ ଧାରଣାରେ ଛାତ୍ରଛାତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ବ୍ଲକ ବଜ୍ରସୁନା ଉପ୍ରା ବିଦ୍ୟାଳୟ ବାଲିଘାଇ ଠାରେ ଆଜି ସକାଳୁ ବିଦ୍ୟାଳୟ ରେ ତାଲା ପକାଇ ଫାଟକ ସମ୍ମୁଖରେ ବସିଛନ୍ତି ଛାତ୍ରଛାତ୍ରୀ । ବିଦ୍ୟାଳୟ ର ଶିକ୍ଷକ ପତିତପାବନ ଦାସଙ୍କ ଅନ୍ୟତ୍ର ବଦଳିକୁ ନେଇ ଛାତ୍ରଛାତ୍ରୀ ଓ ଅଭିଵାବକମାନେ ଧାରଣାରେ ବସିଛନ୍ତି । ଧାରଣାସ୍ଥଳରେ ସିଆରସିସି ପର୍ଶୁରାମ ନାୟକ ପହଁଚି ଥିବାବେଳେ ପତିତପାବନ ସାରଙ୍କୁ ଫେରାଇବା ଦାବିରେ ତାଙ୍କୁ ଘେରିଲେ ଗ୍ରାମବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ