Masthead

ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ବସିବ ବୈଠକ । ସିଏମଓ ଏବଂ ଗୃହ ବିଭାଗକୁ ନେଇ ଆଲୋଚନା । ବରିଷ୍ଠ ଅଧିକାରୀମାନେ ସାମିଲ ହେବେ । ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ହେବ ଆଲୋଚନା । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଗୁରୁତ୍ତ୍ୱପୂର୍ଣ ବୈଠକ। ଲୋକସେବା ଭବନରେ ଚାଲିବ ମାନସ ମନ୍ଥନ । ସିଏମଓ ଏବଂ ଗୃହ ବିଭାଗକୁ ନେଇ ହେବ ଆଲୋଚନା।  ଏହି ରୁଧଦ୍ଵାର ବୈଠକରେ ରାଜ୍ୟ ପାଇଁ ଆସିପାରେ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର