ମହାନଦୀରେ ଭାସିଗଲେ ମହିଳା

କଟକ (ବଡ଼ ଖବର ବ୍ୟୁରୋ): ମହାନଦୀରେ ଗୋଧୋଇବା ବେଳେ ଅଘଟଣ । ନଦୀରେ ଭାସି କଟକ ବାଙ୍କୀ ଅଞ୍ଚଳର ରତାଗଡ଼ ଗାଁର ପିଙ୍କି ସ୍ୱାଇଁ ନିଖୋଜ ଅଛନ୍ତି । ଖୁଦୁରୁକୁଣି ବିସର୍ଜନ ସାରି ମହାନଦୀରେ ଗାଧୋଇବା ବେଳେ ଭାସିଗଲେଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ଜାରି ରହିଛି ।  ସୂଚନା ମୁତାବକ, ଖୁଦୁରୁକୁଣି ବିସର୍ଜନ ସାରି ମହାନଦୀରେ ମହିଳା ଜଣକ ଗୋଧୋଉଥିଲେ ।

ଏହି ସମୟରେ ମହିଳା ଜଣକ ଅସାବଧାନତା ଯୋଗୁଁ ପାଣିରେ ଭାସି ଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ମହିଳାଙ୍କ କୌଣସି ପତ୍ତା ମିଳିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!