Masthead

ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା । ପ୍ରଭାବରେ ଆଜିଠୁ ୨୮ଟି ଜିଲ୍ଲାକୁ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଦକ୍ଷିଣ ଓଡ଼ିଶାର ଜିଲ୍ଲା କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷାର ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଆସନ୍ତାକାଲି ପାଇଁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି । କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା