Masthead

ଆଜି ଛତିଶା ନିଯୋଗ ବୈଠକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ବସିବ ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ବପୂର୍ଣ୍ଣ ବୈଠକ। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ  ବୈଠକ ଅନୁଷ୍ଠିତ ହେବ। ଏହି ବୈଠକକୁ ପୁରୀ ଜିଲ୍ଲାପାଳ ତଥା ଶ୍ରୀମନ୍ଦିରର ଉପମୁଖ୍ୟ ପ୍ରଶାସକ ଦିବ୍ୟଜ୍ୟୋତି ପରିଡ଼ା ଅଧ୍ୟକ୍ଷତା କରିବେ। ବୈଠକରେ ଛତିଶା ନିଯୋଗର ସମସ୍ତ ସେବାୟତ ପ୍ରତିନିଧି,ଏସପି ପ୍ରତୀକ ସିଂ, ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକଙ୍କ ସହିତ ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାର ମାନେ ଉପସ୍ଥିତ ରହିବେ।

ଆସନ୍ତା ୭ ତାରିଖରେ ଚନ୍ଦ୍ରଗ୍ରହଣ ପଡୁଥିବାରୁ ଶ୍ରୀମନ୍ଦିରର ନୀତି ନିର୍ଘଣ୍ଟ ଚୂଡାନ୍ତ ହେବ। ସଭାପତିଙ୍କ ଅନୁମୋଦନ କ୍ରମେ ଅନ୍ୟାନ୍ୟ ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ହେବ। ସେହିପରି ଆସନ୍ତା ୧୫ ତାରିଖରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ପାଇଁ ସରକାର ଲକ୍ଷ୍ୟ ରଖିଯାଇଛି। ତେଣୁ ଶ୍ରୀମନ୍ଦିରରେ ଏହି ବ୍ୟବସ୍ଥା କିଭଳି କାର୍ଯ୍ୟକାରୀ କରାଯାଇ ପାରିବ ସେ ନେଇ ମଧ୍ୟ ଆଲୋଚନା ହେବ। ଏଥିସହ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଶେଷ ହୋଇଥିବାରୁ ଅଳଙ୍କାର ମଣତିଗଣିତି ନେଇ ତାରିଖ ଧାର୍ଯ୍ୟ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା