Masthead

ଆଜି ମୁଖ୍ୟମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ । ନୂଆଦିଲ୍ଲୀରେ କରିବେ ପ୍ରେସମିଟ୍ । ନୂଆଦିଲ୍ଲୀ ଗସ୍ତକୁ ନେଇ ଦେବେ ଗୁରୁତ୍ବପୂର୍ଣ୍ଣ ସୂଚନା । ନୂଆ ଜିଏସ୍‌ଟି ସ୍ଲାବ ସଂପର୍କରେ ରାଜ୍ୟବାସୀଙ୍କୁ ସୂଚନା ଦେଇପାରନ୍ତି । ଏହାସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କହିପାରନ୍ତି । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ସେମିକନ୍ ଇଣ୍ଡିଆ ସମ୍ମିଳନୀରେ ଯୋଗଦେଇଥିଲେ ।

ଓଡ଼ିଶାର ତିନିଟି ସେମିକଣ୍ଡକ୍ଟର ଚିପ୍ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଦେଇଥିଲେ ଅଶ୍ୱିନୀ ବୈଷ୍ଣବ । ସମ୍ମିଳନୀରେ ଓଡ଼ିଶାର ଷ୍ଟଲ୍ ରହିଛି । ଏହାକୁ ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେମିକଣ୍ଡକ୍ଟର୍ କ୍ଷେତ୍ରରେ ଭାରତର ଅଗ୍ରଗତି ଅସାଧାରଣ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ । ନୂଆଦିଲ୍ଲୀରେ ଯଶୋଭୂମିରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ-୨୦୨୫’ କନଫରେନ୍ସରେ ଭାରତର ବିଶ୍ୱବ୍ୟାପୀ ସେମିକଣ୍ଡକ୍ଟର୍ ଇକୋସିଷ୍ଟମ୍‌କୁ ପ୍ରଶଂସା କରିଥିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ