Masthead

ବିଜୁଳି ଘଡଘଡି ସହ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା ୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟାରେ ବରଗଡ଼ ଜିଲା ପଦମପୁର ଅଞ୍ଚଳରେ ସର୍ବାଧିକ ୮.୮ ସେମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଝାରସୁଗୁଡା, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ, ଦେବଗଡ ଆଦି ଜିଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଏହା ପ୍ରଭାବରେ ଆଉ ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର