Masthead

ଆରପାରିରେ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଜେଡି ବିଧାୟକ । ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ । ୬୮ ବର୍ଷ ବୟସରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲର କଲେ ଶେଷ ନିଶ୍ୱାସ ତ୍ୟାଗ । ରୋଗରେ ପୀଡିତ ହୋଇ ଚେନ୍ନାଇରେ ଚିକିତ୍ସିତ ହେଉଥିଲେ । ଚାରି ଚାରି ଥର ବିଧାୟକ ଥିଲେ ରାଜେନ୍ଦ୍ର । ପୂର୍ବ ସରକାର ସମୟରେ ଯୋଜନା ଓ ସଂଯୋଜନା ମନ୍ତ୍ରୀ ବି ରହିଥିଲେ । ତାଙ୍କର କିଛିଦିନ ପୂର୍ବରୁ ହାର୍ଟ ଟ୍ରାସପ୍ଲାଣ୍ଟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ