Masthead

ମାଓ କମାଣ୍ଡର ବାଲକ୍ରିଷ୍ଣା ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଟପ୍ ମାଓନେତା ମୋଡେମ୍ ବାଲକ୍ରିଷ୍ଣା ଓରଫ ମନୋଜ। ବାଲକ୍ରିଷ୍ଣା ସମେତ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଛନ୍ତି ୧୦ ମାଓବାଦୀ।ଓଡ଼ିଶା ଛତିଶଗଡ଼ ସୀମାନ୍ତ ଜଙ୍ଗଲ ଗରିଆବନ୍ଧରେ ବଡ଼ ଏନକାଉଣ୍ଟର ହୋଇଛି । ଏଥିରେ ଓଡ଼ିଶା ରାଜ୍ୟ କମିଟି ସଚିବ ମୋଡେମ ବାଲକ୍ରୀଷ୍ଣାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏନକାଉଣ୍ଟରରେ ପ୍ରାୟ ୧୦ ମାଓବାଦୀ ପ୍ରାଣ ହରାଇଥିବା ସୂଚନା ମିଳିଛି ।

ବାଲକ୍ରିଷ୍ଣା ମନୋଜ, ଭାସ୍କର, ବାଲାନ୍ନା, ରାମଚନ୍ଦ୍ର ଆଦି ନାଁରେ ପରିଚିତ ଥିଲା । ହାଇଦ୍ରାବାଦ ନିବାସୀ ମୋଡେମ ବାଲକ୍ରୀଷ୍ଣା ପ୍ରାୟ ୩ ଦଶକ ଧରି ମାଓ ସଙ୍ଗଠନ ସହ ଜଡ଼ିତ ଥିଲା । କେନ୍ଦ୍ରୀୟ କମିଟି ଓ ସେଣ୍ଟ୍ରାଲ ରିଜିଓନାଲ ବ୍ୟୁରୋର ସଦସ୍ୟ ଥିଲା । ଓଡ଼ିଶା ରାଜ୍ୟ କମିଟିର ମୁଖ୍ୟ ବି ଥିଲେ । ଓଡ଼ିଶା ଛତିଶଗଡ଼ ସୀମାରେ ସେ ସକ୍ରିୟ ଥିଲେ। ତାଙ୍କ ନାଁରେ କୋଟିଏ ଟଙ୍କାରୁ ଉର୍ଦ୍ଧ୍ବ ପୁରସ୍କାର ରାଶି  ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ