HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ବଡ଼ ଖବର
  • ‘ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି’

‘ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି’

ବଡ଼ ଖବରରାଜନୀତି
By Bada Khabar Bureau Last updated Sep 12, 2025
Share FacebookTwitterWhatsAppEmailTelegramPrint

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ନିଲମ୍ୱନ ପରେ ପ୍ରଫୁଲ୍ଲ ସାମଲଙ୍କ ପ୍ରତିକ୍ରିୟା । ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି । ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଦଳକୁ ସୁରକ୍ଷିତ ଭାବେ ରଖିବା ପାଇଁ ଆକ୍ସନ୍ ନେଇଥାଇପାରନ୍ତି । ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କୁ ଜଣାଇଥିଲି ବୋଲି କହିଛନ୍ତି ପ୍ରଫୁଲ୍ଲ ।  ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

Related Posts

ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ

ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ।  ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ।ସେପଟେ ନିଲମ୍ୱନ ନେଇ ବିଜେଡି ଉପସଭାପତି ଦେବୀପ୍ରସାଦ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । କହିଛନ୍ତି ଦଳ ଆମ ପାଇଁ ବଡ଼, ବ୍ୟକ୍ତି ନୁହେଁ । ଦଳରେ ନାହାନ୍ତି ବୋଲି କହୁଥିଲେ ପ୍ରଫୁଲ୍ଲ କୁମାର ମଲ୍ଲିକ । ଟେଲିଫୋନରେ ଇସ୍ତଫା ନେଇ ପ୍ରଦୀପ ଅମାତଙ୍କୁ ଜଣାଇଥିଲେ ।

 

Share

Prev Post

ବିଜେଡିରୁ ନିଲମ୍ୱିତ ହେଲେ ପ୍ରଫୁଲ ମଲ୍ଲିକ

Next Post

ରେଲୱେ ମାନଚିତ୍ରରେ ଯୋଡ଼ି ହେଲା ମିଜୋରାମ

ଆଗକୁ ପଢନ୍ତୁ
ଦେଶ ବିଦେଶ

ଇସ୍ରୋ ଘୋଷଣା କଲା ଆଦିତ୍ୟ-ଏଲ୧ର ଲଞ୍ଚିଂ ସମୟ

ଦେଶ ବିଦେଶ

ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜୀବନ୍ତ ଦଗ୍ଧ

ବଡ଼ ଖବର

ଜଷ୍ଟିସ ସୁନୀତା ଅଗ୍ରୱାଲ ମହିଳା ମୁଖ୍ୟ ବିଚାରପତି

ଜିଲ୍ଲା

ବିଜେଡିର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

ଜିଲ୍ଲା

ଯୌତୁକ ଦାବିରେ ବୋହୂର ତଣ୍ଟିଚିପି ହତ୍ୟା କଲେ ଶାଶୁଘର ଲୋକ

ଅପରାଧ

କଟକରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ମନୋଜ ଆହତ

Prev Next

ଅନ୍ୟାନ୍ୟ ଖବର

ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ

୧୮ରୁ ବିଧାନସଭା ଅଧିବେଶନ

୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର20368
  • ରାଜ୍ୟ14489
  • ଦେଶ ବିଦେଶ8274
  • ଜିଲ୍ଲା6439
  • ରାଜନୀତି4284
  • ଖେଳ760
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ
  • Likes
  • Followers
  • Subscribers
  • Followers