Masthead

୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ୨୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ବ୍ରହ୍ମପୁର ଛତ୍ରପୁର ଠାରେ ଆୟୋଜିତ ଜନ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେବା ପକ୍ଷ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ। ପରିବହନ ମନ୍ତ୍ରୀ ଏ ନେଇ ତଦାରଖ କରୁଛନ୍ତି। ନିଜେ ଯାଇ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ। ଏହା ବାଦ ଦ୍ୱିତୀୟ କାର୍ଯକ୍ରମ ପାଇଁ ଅନୁରୋଧ କରାଯାଇଛି। କିନ୍ତୁ କାର୍ଯ୍ୟକ୍ରମ ଚୁଡାନ୍ତ ହୋଇ ନାହିଁ। ବର୍ଷକ ମଧ୍ୟରେ ୬ ଟି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବା ଓଡ଼ିଶା ପ୍ରତି ସ୍ଵତନ୍ତ୍ର ଦୃଷ୍ଟି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି