Masthead

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ । ୬୦ ବର୍ଷ ବୟସ ପରେ MBPY/NSAP ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ MBPY/NSAPରେ ଆସିବେ ନାହିଁ । ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ ।

୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି । ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀ ସିଧାସଳଖ ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମରେ ଆସିବେ ନାହିଁ । ସେମାନେ ୬୦ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ଅଧିକ ପ୍ରାଥମିକତା ମିଳିବ। ଏନେଇ ସାମାଜିକ ସୁରକ୍ଷା ସଶକ୍ତିକରଣ ବିଭାଗ ପକ୍ଷରୁ ଚିଠି ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ