Masthead

ତୃତୀୟ କିସ୍ତି ସୁଭଦ୍ରା ଟଙ୍କାରୁ ବାଦ ପଡ଼ିଲେ ୩ ଲକ୍ଷ ୯୯ ହଜାର ୩୫୨ ଜଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁଭଦ୍ରା ତୃତୀୟ କିସ୍ତିରୁ ବାଦ ପଡିଛନ୍ତି ୩ ଲକ୍ଷ ୯୯ ହଜାର ୩୫୨ ଜଣ ହିତାଧିକାରୀ । ସେହିଭଳି ଦ୍ଵିତୀୟ କିସ୍ତିରୁ ବାଦ ପଡିଛନ୍ତି ୧ ଲକ୍ଷ ୮୩ ହଜାର ୭୮୫ ହିତାଧିକାରୀ । ସୁଭଦ୍ରରେ ପ୍ରଥମ କିସ୍ତି ୧ କୋଟି ୨ ଲକ୍ଷ ୮୦ ହଜାର ୯୨ ଜଣ ପାଇଥିବା ବେଳେ ଦ୍ବିତୀୟ କିସ୍ତିରେ ୧ କୋଟି ୯୬ ହଜାର ୩୦୭ ପାଇଛନ୍ତି । ତୃତୀୟ କିସ୍ତି ପାଇଛନ୍ତି ୯୬ ଲକ୍ଷ ୯୬ ହଜାର ୯୫୫ ଜଣ । ମୋଟ ୧ କୋଟି ୯ ଲକ୍ଷ ୮୭ ହଜାର ୮୯୪ ଜଣ ସୁଭଦ୍ରା ଆବେଦନ କରିଥିଲେ । ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉତ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ