ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ । ବର୍ଷା ସମ୍ଭାବନାକୁ ନେଇ ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି । ବ୍ରହ୍ମପୁର ବଦଳରେ ଝାରସୁଗୁଡ଼ାରେ ହୋଇପାରେ ମୋଦିଙ୍କ କାର୍ଯ୍ୟକ୍ରମ । ରଙ୍ଗେଇଲୁଣ୍ଡାରେ ହେବାକୁ ଥିବା ସେବା ପର୍ବ କାର୍ଯ୍ୟକ୍ରମ ବାତିଲ୍ ସୂଚନା । ଆସନ୍ତା ୨୭ରେ ଗଞ୍ଜାମ ଗସ୍ତରେ ଆସିଥାନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ପଛକୁ ପଛ ଲଘୁଚାପ ଥିବାରୁ କାର୍ଯ୍ୟକ୍ରମ ବାତିଲ ନେଇ ସୂଚନା ମିଳୁଛି । ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’