Masthead

ପୁଲିସର ଥାର୍ଡ ଡିଗ୍ରି, ଏସିପି ବିଶ୍ବ ରଞ୍ଜନ ସାହୁ ନିଲମ୍ବିତ

କଟକ (ବଡ଼ ଖବର ବ୍ୟୁରୋ): କଟକ ଚୌଦ୍ୱାର ଥାନା ପରିସରରେ ପୁଲିସର ଥାର୍ଡ ଡିଗ୍ରି ଘଟଣାରେ କାର୍ଯ୍ୟାନୁଷ୍ଠାନ । ଚୌଦ୍ୱାର ଥାନା ଦାୟିତ୍ୱରେ ଥିବା ଏସିପି ବିଶ୍ବ ରଞ୍ଜନ ସାହୁଙ୍କୁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ବିଶ୍ୱରଞ୍ଜନଙ୍କୁ ନିଲମ୍ବିତ କରାଯାଇଛି । ଅନ୍ୟ ୨ ଜଣ ମଧ୍ୟ ନିଲମ୍ବିତ ହୋଇଛନ୍ତି । ଚୌଦ୍ୱାର ଥାନା ସବ୍‌ ଇନ୍ସପେକ୍ଟର ନିରଞ୍ଜନ ଗୋଡା ଏବଂ କନେଷ୍ଟବଳ କମଳ ଲୋଚନ ମାଝୀଙ୍କୁ ମଧ୍ୟ ସସ୍‌ପେଣ୍ଡ କରାଯାଇଛି ।

ଚୌଦ୍ୱାର ଥାନାରେ ରସାନନ୍ଦ ନାୟକ ନାମକ ଜଣେ ଅଭିଯୁକ୍ତକୁ ପୁଲିସ ପ୍ରବଳ ମାଡ଼ ମାରିଥିଲେ । ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲ ସ୍ଥାନାନ୍ତରିତ କରିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ। ସେପଟେ ଥାନା ଭିତରେ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ଆଣିଥିଲେ ପରିବାର ଲୋକେ । ୨ ଦିନ ତଳେ ବାଇକ୍ ଚୋରି ଅଭିଯୋଗରେ ରସାନନ୍ଦଙ୍କୁ ପୁଲିସ ଉଠାଇ ଆଣିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ