Masthead

ରାଜ୍ୟର ଗୌରବ ବଢାଇଲେ ଆଦିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଦିତି ପରିଡ଼ା। ବୟସ ମାତ୍ର ୨୦ । ଏହି ବୟସରେ ଓଡିଶା ପାଇଁ ଆଣିଛନ୍ତି ଗୌରବ। ସଂଯୁକ୍ତ ପ୍ରତିରକ୍ଷା ସେବା (ସିଡିଏସ୍-୨) ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ମହିଳା ବର୍ଗରେ ଢେଙ୍କାନାଳର ଅଦିତି ପ୍ରଥମ ସ୍ଥାନ ହାସଲ କରିଛନ୍ତି। ରାଜ୍ୟର ପ୍ରଥମ ମହିଳା ଭାବେ ତାଙ୍କୁ ଏହି ସଫଳତା ମିଳିଛି। ଆଦିତିଙ୍କ ବାପା ଭାରତୀୟ ସେନା ବାହିନୀର ବ୍ରିଗେଡିୟର ଅଛନ୍ତି । ଆଦିତିଙ୍କ ଜେଜେବାପା ଜଣେ ଅବସରପ୍ରାପ୍ତ ପୋଲିସ ଡିଆଇଜି। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା ଓଡ଼ାପଡ଼ା ବ୍ଲକ୍ ନାଧରା ଗାଁରେ।

ତାଙ୍କର ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅଦିତି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ