Masthead

ପାରାଦୀପରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପରେ ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ । ଆମ୍ବୁଲାନ୍ସକୁ ଅଣଦେଖା ଯୋଗୁଁ ଅଧା ରାସ୍ତାରେ ଚାଲିଗଲା ଜଣେ ରୋଗୀର ଜୀବନ । ପାରାଦୀପରେ ବିଶ୍ୱକର୍ମା ପୂଜା ପାଇଁ ଟ୍ରାଫିକ୍ ପରିଚାଳନାରେ ଭୟଙ୍କର ତ୍ରୁଟି ଦେଖିବାକୁ ମିଳିଛି । ଗତ ରବିବାର ଦିନ ରାସ୍ତାରେ ପ୍ରବଳ ଭିଡ଼ ଯୋଗୁଁ ଅଢ଼େଇ ଘଣ୍ଟା ଧରି ଏକ ଆମ୍ବୁଲାନ୍ସ ଫସି ରହିଥିଲା।

ରୋଗୀଙ୍କ ସର୍ମ୍ପକୀୟ ଏନେଇ ବହୁତ କାକୁତି ମିନତି ହୋଇଥିଲେ। ହେଲେ କେହି ଶୁଣିନଥିଲେ । ଫଳରେ ଚିକିତ୍ସାରେ ଅହେତୁକ ବିଳମ୍ବ ହେବାରୁ ଦୁର୍ଘଟଣାର ଶିକାର ହୋଇଥିବା ନେହେରୁ ବଙ୍ଗଳାର ମହେଶ୍ୱର ଦାସଙ୍କ ପୁଅ ରାକେଶ ଦାସଙ୍କ ଜୀବନ ଚାଲି ଯାଇଥିବା ଅଭିଯୋଗ ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା