Masthead

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ପାଣି

କଟକ (ବଡ଼ ଖବର ବ୍ୟୁରୋ): ମହାନଦୀ ଦେଇ ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ । ସକାଳ ୭ଟା ସୁଦ୍ଧା ୫ ଲକ୍ଷ ୩୦ ହଜାର ୬୨୯ କ୍ୟୁସେକ୍ ଜଳ ପ୍ରବାହିତ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ୨୦ଟି ଗେଟ୍ ଖୋଲା । ଆଜି ମୁଣ୍ଡଳି ଦେଇ ପ୍ରବାହିତ ହେବ ୬.୫ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ । ମହାନଦୀର ଶାଖା ନଦୀରେ ବଢିବାରେ ଲାଗିଛି ଜଳସ୍ତର । ତଳିଆ ଅଂଚଳର ଲୋକେ ସତର୍କ ରହିବାକୁ ନିର୍ଦ୍ଦେଶ ।

ଆଜି ୫ ଲକ୍ଷ କ୍ୟୁସେକ ପାଣି ଟପିଲା ମୁଣ୍ଡଳୀରେ। ଗତକାଲି ମୁଣ୍ଡଳୀରେ ୨ ଲକ୍ଷ ପାଣି ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଥିବା ବେଳେ, ଆଜି ସକାଳୁ ହଠାତ୍ ୫ ଲକ୍ଷ ୧୬ ହଜାର କ୍ୟୁସେକ ଜଳ ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଛି। ଏହାଫଳରେ କାଠଯୋଡ଼ିରେ ଜଳସ୍ତର ବୃଦ୍ଧି ପାଇଛି।ଗତକାଲି ମୁଣ୍ଡଳୀରେ ୨ ଲକ୍ଷ ପାଣି ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଥିବା ବେଳେ, ଆଜି ସକାଳୁ ହଠାତ୍ ୫ ଲକ୍ଷ ୧୬ ହଜାର କ୍ୟୁସେକ ଜଳ ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଛି। ଏହାଫଳରେ କାଠଯୋଡ଼ିରେ ଜଳସ୍ତର ବୃଦ୍ଧି ପାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼