Masthead

ଦାଦାର ଠେଙ୍ଗା ମାଡ଼ରେ ପୁତୁରା ମୃତ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ଦାଦାର ଠେଙ୍ଗା ମାଡ଼ରେ ପୁତୁରାର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଅନୁଗୁଳ ବନ୍ତଳା ଥାନା ଅନ୍ତର୍ଗତ ବଡ଼ କଞ୍ଜିନି ଗ୍ରାମର ପ୍ରଦୀପ ଦାସଙ୍କ ପୁଅ ସୁଦର୍ଶନ ଦାସ ଗତକାଲି ରାତିରେ ଦାଦା ବସନ୍ତ ଦାସଙ୍କ ପାଇଁ ଖାଇବା ନେଇ ଯାଉଥିଲେ । ଦାଦା ମାନସିକ ରୋଗରେ ଥିବା ବେଳେ ସେ ଘରକୁ ନ ଆସି ଗାଁ ପାଖ ମସାଣି ଘରେ ରହୁଥିଲେ । ପ୍ରତେକ ଦିନ ତାଙ୍କ ପାଇଁ ଘରୁ ଖାଇବା ନେଇ ପୁତୁରା ଯାଆନ୍ତି ।

ପୁତୁରା ଘରକୁ ନ ଫେରିବାରୁ ସୁଦର୍ଶନଙ୍କ ସ୍ତ୍ରୀ ସକାଳେ ଖୋଜିବାକୁ ଯାଇଥିବା ବେଳେ ସୁଦର୍ଶନଙ୍କ ମୃତ ଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ପରେ ଘର ଲୋକଙ୍କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଘରଲୋକେ ଓ ଗାଁ ଲୋକମାନେ ପହଞ୍ଚି ବନ୍ତଳା ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡିଛି। ଗାଁ ଲୋକମାନେ ଦାଦାକୁ ଅଟକ ରଖି ପୋଲିସ ଜିମାରେ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ