Masthead

ତିନି ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଛତିଶଗଡ଼ ସିମାନ୍ତ କାଙ୍କେର ଜିଲ୍ଲାର ତିରିୟାପାରି ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଜୋରଦାର ଗୁଳିବିନିମୟ ହୋଇଛି । ଏନକାଉଣ୍ଟର ରେ ଜଣେ ମହିଳା ମାଓ ନେତ୍ରୀଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।

ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । STF, DRG ଏବଂ CRPF ବାହିନୀର ଜବାନ ଙ୍କ ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି । ଏନକାଣ୍ଟର ପରେ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଛି ବୋଲି ଚାଲିଥିବା ନେଇ ସୁଚନା କାଙ୍କେର ଏସପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ