Masthead

ଦୋକନ ଉପରେ ଚଢ଼ିଗଲା ଟ୍ରକ

ବାରିପଦା (ବଡ଼ ଖବର ବ୍ୟୁରୋ): ଦୋକନ ଉପରେ ଚଢ଼ିଗଲା ଟ୍ରକ, ଜଣେ ମୃତ,୨ଜଣଙ୍କ ଅବସ୍ଥା ସଂକଟାପନ୍ନ, ୩ଆହତ । ଗତକାଲି ବିଳମ୍ବିତ ରାତିର ଘଟିଛି ଦୁର୍ଘଟଣା ଘଟଣା ।  ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ବଜାରରେ ସୋମବାର ବିଳମ୍ଵିତ ରାତିରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।   ସୋମବାର ବିଳମ୍ଵିତ ରାତିରେ ବାରିପଦା ପଟୁ ଜାମଶୋଳା ଅଭିମୁଖେ ଯାଉଥିବା ଏକ ମାଲ୍ ବୋଝେଇ ଟ୍ରକ୍ ଝାରପୋଖରିଆ ବଜାରରେ ୭ଟି ଦୋକାନ ଘର ଉପରକୁ ମାଡ଼ି ଯାଇଥିଲା।

ଫଳରେ ୩ ଜଣ ମହିଳା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୧୮ ନମ୍ବର ଓ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ୧୮ନଂ ଓ ୪୯ନଂ ଜାତୀୟ ରାଜପଥର ସଂଯୋଗ ସ୍ଥଳ ଗୋଲେଇ ଉପରରେ ଓଭରବ୍ରିଜ ନିର୍ମାଣ ଅଧପାନ୍ତରିଆ ଭାବେ ପଡ଼ିରହିଥିବା ଦ୍ଵାରା ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ