Masthead

‘ବଡ଼ଦାଣ୍ଡରେ ରହିବନି ମଦ ଦୋକାନ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରର ୧କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ମୋହନ ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ମନ୍ଦିର ଚତୁଃପାର୍ଶ୍ୱରେ ମାଦକ ଦ୍ରବ୍ୟ ବିକ୍ରିକୁ ସମ୍ପୂର୍ଣ୍ଣ ଭାବେ ବ୍ୟାନ କରାଯାଇଛି । ସେହିପରି ବଡ଼ଦାଣ୍ଡରେ ଗୋଟିଏ ବି ମଦ ଦୋକାନ ରହିବ ନାହିଁ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

ଏହାଛଡ଼ା ବଡଦାଣ୍ଡକୁ ସଂଯୋଗ କରୁଥିବା ସମସ୍ତ ଛୋଟ ଛୋଟ ରାସ୍ତାରେ ବି ଆମିଷ ବିକ୍ରିକୁ ବାରଣ କରାଯାଇଛି । ଏହାକୁ ଖିୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଆଧ୍ୟାତ୍ମିକତାର ସୁରକ୍ଷା ଏବଂ ମନ୍ଦିର ଚାରିପାଖରେ ମଦ ବିକ୍ରି ବନ୍ଦ ନେଇ ପଲିସି ଆସିବା ପରେ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯିବ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା