Masthead

ଆଜି ପବିତ୍ର ବିଜୟା ଦଶମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ବିଜୟା ଦଶମୀ, ମଣ୍ତପରେ ଚାଲିଛି ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର। ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଅଧର୍ମ ଉପରେ ହେବ ଧର୍ମର ବିଜୟ । ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ। ପୂଜା ମଣ୍ତପରୁ ଆରମ୍ଭ କରି ଘରେ ଘରେ ରୀତିନୀତି ଅନୁସାରେ ଚାଲିଛି ମା ଜଗତଜନନୀଙ୍କ ପୂଜା। ବିଜୟା ଦଶମୀ ଅବସରରେ ପୂଜା ମଣ୍ଡପ ଗୁଡିକରେ ଭାବ ଓ ଭକ୍ତିମୟ ପରିବେଶ ଦେଖିବାକୁ ମିଳୁଛି । ମାନ୍ୟତା ରହିଛି ଆଜିର ଦିନରେ ମା’ଙ୍କ ପୂଜା କଲେ ଦଶ ଜନ୍ମର ପାପରୁ ଉଦ୍ଧାର ମିଳିଥାଏ ।  ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼