Masthead

୨୦ ଜିଲ୍ଲାକୁ ସତର୍କ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି  । ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୯ ତାରିଖ  ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି  ହୋଇପାରେ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପ  ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ  କରିଛି ପାଣିପାଗ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା