Masthead

HOME HOME - Odia News channel

  • Home Page
  • ଲାଇଭ୍ ଟିଭି
  • ବଡ଼ ଖବର
  • ରାଜନୀତି
  • ରାଜ୍ୟ
  • ଦେଶ ବିଦେଶ
  • ଜିଲ୍ଲା
    • ଅନୁଗୁଳ
    • କନ୍ଧମାଳ
    • କୋରାପୁଟ
    • କଟକ
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • ଗଜପତି
    • କଳାହାଣ୍ଡି
    • ଗଞ୍ଜାମ
    • ନବରଙ୍ଗପୁର
    • ରାୟଗଡ଼ା
    • ନୂଆପଡ଼ା
    • ବୌଦ୍ଧ
    • ବରଗଡ଼
    • ସମ୍ବଲପୁର
    • ମୟୂରଭଞ୍ଜ
    • ଭଦ୍ରକ
    • ବାଲେଶ୍ୱର
    • ଖୋର୍ଦ୍ଧା
    • ପୁରୀ
    • ନୟାଗଡ଼
    • ଯାଜପୁର
    • ଜଗତସିଂହପୁର
    • ମାଲକାନଗିରି
    • ଢେଙ୍କାନାଳ
    • ଝାରସୁଗୁଡ଼ା
    • ବଲାଙ୍ଗିର
    • ଦେବଗଡ଼
    • ସୁବର୍ଣ୍ଣପୁର
    • ସୁନ୍ଦରଗଡ଼
  • ଅପରାଧ
  • ଖେଳ
  • ପେଜ୍ ଥ୍ରୀ
  • YouTube LIVE
BADA KHABAR
  • Home
  • ଜିଲ୍ଲା
  • ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା

ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା

ଜିଲ୍ଲାବଡ଼ ଖବର
By Bada Khabar Bureau Last updated Oct 7, 2025
Share FacebookTwitterWhatsAppEmailTelegramPrint

ବାଲେଶ୍ବର (ବଡ଼ ଖବର ବ୍ୟୁରୋ): ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା । ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ସବୁ ଦୋକାନ ବଜାର । ଅକ୍ଟୋବର ୨୧ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଆଗକୁ ଦୀପାବଳୀ ରହିଛି । ତା ପୂର୍ବରୁ ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ଏହି ପଦକ୍ଷେପ ନିଆଯାଇଛି । ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ ଏଭଳି ପଦକ୍ଷେପ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଛି ।

ବିଳମ୍ବିତ ରାତି ପର୍ଯ୍ୟନ୍ତ କିଛି ଦୋକାନ ଖୋଲା ରହୁଥିବା ଓ ଏକାଧିକ ଲୋକ ଉପସ୍ଥିତ ରହୁଥିବା ଜିଲ୍ଲା ପ୍ରଶାସନ ନଜରକୁ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ରାତ୍ରିକାଳୀନ କଟକଣା କରାଯାଇଛି । ଦୁର୍ଗା ମେଢ଼ ଭସାଣୀ ବେଳେ ବାଲେଶ୍ବର ଟାଉନ ଥାନା ଅଞ୍ଚଳରେ ଦେଖା ଦେଇଥିଲା ଅପ୍ରିତିକର ପରିସ୍ଥିତି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବାଲେଶ୍ବର ଜିଲ୍ଲା ପ୍ରଶାସନ ଜାରି କରିଛି କର୍ଫ୍ୟୁ  ।   ୨୧ ତାରିଖ ଯାଏଁ ବାଲେଶ୍ବରରେ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ ।

Related Posts

ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା

ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା

Share

Prev Post

୧୪ ଜିଲ୍ଲାକୁ ସତର୍କ

Next Post

ବିଜେପି ନେତାଙ୍କୁ ଗୁଳିମାଡ

ଆଗକୁ ପଢନ୍ତୁ
ଦେଶ ବିଦେଶ

୨୦୦୨ରେ ଗୁଜରାଟରେ କ’ଣ ଘଟିଥିଲା ତାହା ମଧ୍ୟ ସମସ୍ତେ ଜାଣନ୍ତି: ଏସଟି ହାସନ

କରୋନା

କମୁନି ସଂକ୍ରମଣ, ୨୪ ଘଣ୍ଟାରେ ୮ହଜାର ୮୩୯ ପଜିଟିଭ ଚିହ୍ନଟ

ରାଜ୍ୟ

ଝାଡ଼ଖଣ୍ଡ ଚାଇବାସା ଜଙ୍ଗଲରୁ ମିଳିଲା ମିଶିର ବିଶ୍ରାର ବଙ୍କର, ଓଡ଼ିଶା ସୀମାରେ ହାଇଆଲର୍ଟ

ବଡ଼ ଖବର

ଏବେଠୁ କଲବଲ କଲାଣି ଖରା

ଦେଶ ବିଦେଶ

କଙ୍ଗନାଙ୍କୁ ଚାପୁଡ଼ା ମାରିବା ଘଟଣା, ମହିଳା ଗାର୍ଡଙ୍କୁ ନିଲମ୍ବିତ କଲେ CISF ଡିଜି

ବଡ଼ ଖବର

ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ, ଆଜି ଦିଲ୍ଲୀରେ ହାଜର ହେବେ ଡି.ଏସ.କୁଟ୍ଟେ

Prev Next

ଅନ୍ୟାନ୍ୟ ଖବର

ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା

ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା

ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ

ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର

Prev Next
ଫଲୋ ଏବଂ ଲାଇକ୍ କରନ୍ତୁ
  • Facebook Join us on Facebook
  • Twitter Join us on Twitter
  • Youtube Join us on Youtube
  • Instagram Join us on Instagram
ଲୋକପ୍ରିୟ ବର୍ଗ
  • ବଡ଼ ଖବର20217
  • ରାଜ୍ୟ14370
  • ଦେଶ ବିଦେଶ8246
  • ଜିଲ୍ଲା6393
  • ରାଜନୀତି4274
  • ଖେଳ759
  • ଦେଶ ବିଦେଶ
  • ବଡ଼ ଖବର
  • ରାଜ୍ୟ
  • ରାଜନୀତି
  • ଜିଲ୍ଲା
  • Live TV
  • Contact us
© 2026 - BADA KHABAR. All Rights Reserved.
Powered By: Suryanandan.Net
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା
  • Likes
  • Followers
  • Subscribers
  • Followers