Masthead

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ଆସନ୍ତା ୧୦ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା । ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ୯ ତାରିଖ ଯାଏ ଏହା ସକ୍ରିୟ ରହିବ। ବୁଧବାର କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳଠାରୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ୧୦ ତାରିଖ ବେଳକୁ ଦୁଇଟି ଯାକ ଘୂର୍ଣ୍ଣିବଳୟ ମିଶି ବିସ୍ତୃତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ସପ୍ତାହେ ଯାଏ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ସ୍ୱଳ୍ପ ବର୍ଷା ବା ହାରାହାରି ୧୫ ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ମଧ୍ୟମ ପରିମାଣର ବର୍ଷା ସମ୍ଭାବନା ଅଛି। ୧୦ ଓ ୧୧ ତାରିଖରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହୋଇପାରେ। ୧୨ ଓ ୧୩ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ସମେତ ସମୁଦ୍ର ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖରୁ ପାଗ ଶୁଖିଲା ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ