Masthead

ଶ୍ରୀମନ୍ଦିରକୁ RED ZONE ଘୋଷଣା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ବିଜେପି ସରକାରଙ୍କ ଐତିହାସିକ ପଦକ୍ଷେପ। ଶ୍ରୀଜଗନ୍ନାଥ ମନ୍ଦିରକୁ RED ZONE ଘୋଷଣା କଲା ଡିଜିସିଏ। ଏୟାରସ୍ପେଶ୍ ମ୍ୟାପରେ କିଛି ଏଭଳି ତଥ୍ୟ ରହିଥିବା ଭାରତ ସରକାରଙ୍କ ଡିଜିସିଏ ୱେବସାଇଟରେ ଉପଲବ୍ଧ ରହିଛି। ଯେଉଁଥିରେ ସଫାସଫା ଲେଖାହେଇଛି ଗତମାସ ସେପ୍ଟେମ୍ବର 26 ତାରିଖରେ ଶ୍ରୀ ଜଗନ୍ନାଥ ମନ୍ଦିରକୁ  RED ZONE ଭାବେ ଘୋଷଣା କରାଯିବା କଥା । ଏହାର ଅବଧି ତିନିବର୍ଷ ମଧ୍ୟ ରହିଛି ଅର୍ଥାତ 2028 ସେପ୍ଟେମ୍ବର 25 ତାରିଖରେ ଏହାର ସମୟସୀମା ପୂରଣ ହେବ।

ପୁର୍ନବାର ଶ୍ରୀମନ୍ଦିର ଉପରକୁ ନିଷିଧାଞ୍ଚଳ କରିବାକୁ ଆବେଦନ କରାଯିବ। ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋଫ୍ଲାଇଁ ଜୋନ୍ ଭାବେ ଘୋଷଣା କରାଯାଇଥିବା ବେଳେ ଏବେ RED ZONE ଘୋଷଣା ହେବା ଶ୍ରୀମନ୍ଦିର ସୁରକ୍ଷାକୁ ଆହୁରି ମଜବୁତ କରିବ ବୋଲି ଆଶା କରାଯାଉଛି। ଗତକାଲି ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡୁଥିବା ବେଳେ ପୁରୀ ଏସପିଙ୍କ ନିର୍ଦ୍ଦେଶକ୍ରମେ ଅପରେଟ୍ କରୁଥିବା ଅପରେଟରକୁ ଧରିବାରେ ପୁରୀ ପୋଲିସ ସଫଳ ହୋଇଥିଲା। ତେଣୁ   ଶ୍ରୀ ଜଗନ୍ନାଥ ମନ୍ଦିରକୁ RED ZONE ଭାବେ ଘୋଷଣା ହେବାପରେ କେବଳ ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲାଗିଲେ ଉଡୁଥିବା ଡ୍ରୋନ୍ କାବୁ ହୋଇପାରିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ