Masthead

ଦୁଇଦିନ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୁଇଦିନ ରାଜ୍ୟର ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବିଶେଷ କରି ଦକ୍ଷିଣ ଓଡ଼ିଶାର ସ୍ଥାନେ ସ୍ଥାନେ ବର୍ଷା ହେବା ସମ୍ଭାବନା ରହିଛି । ରବିବାର କୋରାପୁଟ ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ ।  ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଅଳ୍ପ କେତେକ ଜାଗାରେ ବର୍ଷା ହୋଇପାରେ ।

ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନ ସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୧୪ ତାରିଖରୁ କାଁ ଭାଁ ବର୍ଷା ହୋଇପାରେ । ଆସନ୍ତା ୬ଦିନ ଭିତରେ ପାଗରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି