Masthead

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା, କର୍ପୋରେଟରଙ୍କୁ ଜେରା

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା । କର୍ପୋରେଟରଙ୍କୁ ଜେରା କରାଯାଇଛି । ବୈଦ୍ୟନାଥପୁର ଥାନାରେ କର୍ପୋରେଟରଙ୍କୁ ପୋଲିସର ୧୫ ମିନିଟ୍‌ ଜେରା କରିଛି । ୩ ପୁରୁଣା ଅପରାଧୀଙ୍କୁ ଉଠାଇ ଆଣିଛି ପୋଲିସ । ଖଲ୍ଲିକୋଟ, ଲଙ୍ଗଳଦେଇ ଓ ବ୍ରହ୍ମପୁରର ୩ ଅପରାଧୀ ବୋଲି ଜଣାପଡ଼ିଛି । ଅଟକ ଥିବା ୭ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ ଛାଡ଼ିଛି ପୋଲିସ । ସେପଟେ କମାପଲ୍ଲୀ, ମେଡିକାଲ ରୋଡ୍‌ର ସିସିଟିଭି ଯାଞ୍ଚ କରୁଛି ପୋଲିସ । ବର୍ତ୍ତମାନ ସୁଦ୍ଧା ପୀତବାସ ପଣ୍ଡା ହତ୍ୟା ଘଟଣାରେ ୬ ଅଟକ ଥିବା ସୂଚନା ମିଳିଛି ।

ବିଜେପି ନେତା ପୀତବାସ ପଣ୍ଡାଙ୍କୁ ସୋମବାର ଗୁଳିକରି ହତ୍ୟା କରାଯାଇଥିଲା । ରାତି ପ୍ରାୟ ୧୦ଟାରେ ନିଜ ଘର ପାଖ ବୈକୁଣ୍ଠନଗର ମୁଖ୍ୟ ଗଳିରେ ଠିଆ ହୋଇଥିଲେ ପୀତବାସ। ଏହି ସମୟରେ ଦୁଇ ଦୁର୍ବୃତ୍ତ ବାଇକରେ ଆସି ତାଙ୍କ ଉପରକୁ ଗୁଳି ଚଳାଇ ଚମ୍ପଟ୍ ମାରିଥିଲେ  । ସେଇଠି ହିଁ ବେହୋସ୍ ହୋଇ ତଳେ ପଡ଼ିଯାଇଥିଲେ ପୀତବାସ  । ବ୍ରହ୍ମପୁର ଏମକେସିଜିରେ ନିଆଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବ୍ୟବଚ୍ଛେଦ ବେଳେ ୯ ଏମଏମ୍ ଗୁଳି ପୀତବାସଙ୍କ ମେରୁଦଣ୍ଡ ନିକଟରୁ ବାହାରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି