Masthead

ଭାରତ ମହାନ ଦେଶ…ଶୀର୍ଷରେ ମୋ ବନ୍ଧୁ: ଡୋନାଲ୍ଡ ଟ୍ରମ୍ପ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍‌ । ଐତିହାସିକ ଗାଜା ଶାନ୍ତି ଚୁକ୍ତି ସ୍ବାକ୍ଷର ଅବସରରେ ଭୂରି ଭୂରି ପ୍ରଶଂସା କଲେ । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ସାମ୍ନାରେ ମୋଦିଙ୍କ ପ୍ରଶଂସା କଲେ ଡୋନାଲ୍ଡ ଟ୍ରମ୍ପ । ଭାରତ ଏକ ମହାନ ଦେଶ ଯେଉଁଠି ମୋର ଜଣେ ବହୁତ ଭଲ ବନ୍ଧୁ ଶୀର୍ଷରେ’ । ମୋଦି ଏକ ଚମତ୍କାର କାମ କରିଛନ୍ତି ବୋଲି କହିଲେ ଟ୍ରମ୍ପ୍‌ । ମୁଁ ଭାବୁଛି ଯେ ଭାରତ ଓ ପାକିସ୍ତାନ ବହୁତ ଭଲ ଭାବରେ ଏକାଠି ରହିବେ’ ।

ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶେହହବାଜ ଶରିଫ ସିଧାସଳଖ ରାଷ୍ଟ୍ରପତି ଟ୍ରମ୍ପଙ୍କ ପଛରେ ଠିଆ ହୋଇଥିଲେ। କିନ୍ତୁ ଶରିଫଙ୍କ ଆଚରଣ ଏପରି ଥିଲା ଯେପରି ସେ ପାକିସ୍ତାନର ପ୍ରଧାନମନ୍ତ୍ରୀ ନୁହଁନ୍ତି, ବରଂ ଜଣେ ଆମେରିକୀୟ କ୍ୟାବିନେଟ ମନ୍ତ୍ରୀ କିମ୍ବା କଂଗ୍ରେସମ୍ୟାନ ଯାହାଙ୍କର ଏକମାତ୍ର କାମ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଖୁସି କରିବା। ତାଙ୍କ ଭାଷଣ ସମୟରେ, ରାଷ୍ଟ୍ରପତି ଟ୍ରମ୍ପ କହିଥିଲେ ଯେ, ଭାରତ ଏବଂ ପାକିସ୍ତାନ ବହୁତ ଭଲ ସମ୍ପର୍କ ଉପଭୋଗ କରିବେ। ଟ୍ରମ୍ପ ଶରିଫଙ୍କ ଆଡ଼କୁ ଚାହିଁଥିଲେ ଏବଂ ସେ ବାରମ୍ବାର ସହମତିରେ ମୁଣ୍ଡ ହଲାଇଲେ, ତାଙ୍କ ଶରୀର ଭାଷା ଟ୍ରମ୍ପଙ୍କ ପାଇଁ ‘ହଁ ବ୍ୟକ୍ତ’ ପରି ମନେହେଉଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି