Masthead

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୧  ତାରିଖରେ ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଲଘୁଚାପ ପରେ ଏହା ଉତ୍ତର  ପଶ୍ଚିମ ଦିଗରେ ମୁହାଁଇବ । ପରେ ଏହା ତାମିଲନାଡୁ  ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ । ୨୩  ତାରିଖ ବେଳକୁ ଏହା ଅଧିକ ଘନୀଭୂତ ହୋଇ  ଅବପାତ ରୂପ ନେବ ବୋଲି କିଛି ପାଣିପାଗ ବିଭାଗ  ଆକଳନ କରିଛନ୍ତି । କିନ୍ତୁ ଓଡ଼ିଶା ଉପରେ ଏହାର  କୌଣସି ପ୍ରଭାବ ରହିବନି ବୋଲି  ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହି ଲଘୁଚାପ  କେତେ ଘନୀଭୂତ ହେବ ଓ ଏହା ନିର୍ଦ୍ଦିଷ୍ଟ ଭାବେ  କେଉଁ ଆଡ଼କୁ ଯିବ, ତାହା ଏବେଠାରୁ କହିହେବନି ।  ଲଘୁଚାପ ସୃଷ୍ଟି ହେବା ପରେ ଏହାର ସ୍ପଷ୍ଟ ଚିତ୍ର  ଆସିବ । କିନ୍ତୁ ମଡେଲ ଅନୁସାରେ ଏହା ଅବପାତରେ  ପରିଣତ ହେଲେ ବି ଓଡ଼ିଶା ଉପରେ କୌଣସି  ପ୍ରଭାବ ରହିବନି । ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ  ଓ କୌଣସି ସ୍ଥାନରେ ବର୍ଷା ସମ୍ଭାବନା ନାହିଁ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା