ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିୱାଲି ଭେଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି। ଏହା ଫଳରେ ସମୁଦାୟ ମହଙ୍ଗା ଭତ୍ତା ୫୫ ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜୁଲାଇ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ ।  ଏହା ସହିତ ପେନ୍‌ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’