Masthead

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ୩୬ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା। ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆସନ୍ତାକାଲି ଦକ୍ଷିଣ ବଙ୍ଗୋପସାଗର କେନ୍ଦ୍ରୀୟ ଅଂଶ ଓ ନିକଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି ।

ଯାହାଫଳରେ ରାଜ୍ୟରେ ଆଗାମୀ ୫-୭ ଦିନ ରହିବ ବର୍ଷା ।ବିଜୁଳି, ଘଡଘଡି ଓ ଝଟକା ପବନ ପାଇଁ ଚାଷୀଙ୍କୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ଆଜି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି । ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଜିଲ୍ଳାରେ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ