Masthead

ବିଜେଡି ନେତା ବିକ୍ରମ ପଣ୍ଡା ଗିରଫ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ପୀତବାସ ହତ୍ୟା ମାମଲା , ବିଜେଡି ନେତା ବିକ୍ରମ ପଣ୍ଡାଙ୍କୁ ଗିରଫ କଲା ପୁଲିସ ।  ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡା ଗିରଫ । କିଛି ସମୟ ପରେ ପ୍ରେସମିଟ୍ କରିବେ ବ୍ରହ୍ମପୁର ଏସପି । ଖୋଲିବ ପୀତବାସ ହତ୍ୟା ମାମଲାର ରହସ୍ୟ । ବିକ୍ରମ ପଣ୍ଡାଙ୍କ ସମେତ ୪ ଜଣ ଗିରଫ କରାଯାଇଛି । ପୂର୍ବତନ ମେୟର ଶିବଶଙ୍କର ଦାସ (ପିଣ୍ଟୁ) ଗିରଫ । ତା ସହିତ କର୍ପୋରେଟର୍ ମଳୟ ବିଷୋୟୀ ଗିରଫ ହୋଇଥିବା ବେଳେ ବିକ୍ରମ ପଣ୍ଡାଙ୍କ ସହଯୋଗୀ ମଦନ ଦଳେଇ ଗିରଫ ହୋିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା