Masthead

ନୂଆପଡ଼ା ଉପନିର୍ବାଚନ, ୮ ମନ୍ତ୍ରୀଙ୍କୁ ଜୋନ୍‌ ଦାୟିତ୍ବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୂଆପଡ଼ା ଉପନିର୍ବାଚନ। ୮ ମନ୍ତ୍ରୀଙ୍କୁ ଜୋନ୍‌ ଦାୟିତ୍ବ ଦେଲା ବିଜେପି । ନୂଆପଡ଼ା ଜିତିବାକୁ ବିଜେପିର କସରତ । ନୂ୮ଟି ଜୋନକୁ ଜଗିବେ ୮ ଜଣ ମନ୍ତ୍ରୀ ।  ବଞ୍ଜରୀ ପାଇଁ ରବି ନାରାୟଣ ନାଏକଙ୍କୁ ଦାୟିତ୍ୱ ମିଳିଥିବାବେଳେ, ସୁନାଦେଶ ପାଇଁ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ପାତାଳେଶ୍ୱର ପାଇଁ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜୟଜଂଘା ପାଇଁ କୃଷ୍ଣଚନ୍ଦ୍ର ପାତ୍ର, କୋନାଭଇରା ପାଇଁ ବିଭୂତି ଭୂଷଣ ଜେନା, ଯୋଗେଶ୍ୱର ପାଇଁ ନିତ୍ୟାନନ୍ଦ ଗଣ୍ଡଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିପରି ନୂଆପଡ଼ା ଏନଏସି ଜଗିବେ ମୁକେଶ ମହାଲିଙ୍ଗ ଏବଂ ଖରିଆର ରୋଡ୍ ଏନଏସି ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦାୟିତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି