Masthead

ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ଠାରେ ଅପରାହ୍ନରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ, ଆଇନ, ପୂର୍ତ୍ତ, ଜଳ ସମ୍ପଦ, ଗୃହ, ସ୍କୁଲ ଓ ଗଣଶିକ୍ଷା ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର