Masthead

ଧଳା ଜହର ଜବତ

କାକଟପୁର (ବଡ଼ ଖବର ବ୍ୟୁରୋ): କାକଟପୁର ବ୍ଲକ ସୋମନାଥପୁର ଛକରୁ ଜବତ ହୋଇଛି ୨୯୮ ଗ୍ରାମର ବ୍ରାଉନ ସୁଗାର । ଏହି ବେଆଇନ କାରବାର ଅଭିଯୋଗରେ ପୋଲିସ ୬ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ଜଳେଶ୍ୱରରୁ ବ୍ରାଉନ ସୁଗାର କାକଟପୁର ଓ ଅସ୍ତରଙ୍ଗକୁ ସପ୍ଲାଇ କରୁଥିଲେ । ଗିରଫ ଅଭିଯୁକ୍ତମାନେ ହେଲେ ଜଳେଶ୍ୱର ଅଞ୍ଚଳର ମୁନା ଓରଫ ମିର ରାହତ ଅଲ୍ଲୀ, ରୋଶନ ଓରଫ ମିର ରୋଶନ ଅଲ୍ଲୀ, ପୁରୀ ବାସେଳିସାହି ଅଞ୍ଚଳର କାଳୁ ଓରଫ ଅକ୍ଷୟ ଭୋଇ, ସିବିଚ୍ ଅଂଚଳର ପିଣ୍ଟୁ ଓରଫ ଜ୍ୟୋତିରଂଜନ ମହାନ୍ତ, କାକଟପୁର ଅଂଚଳର ଦେଵ ଓରଫ ବାସୁଦେଭ ଭୋଇ, ମଙ୍ଗୁ ଓରଫ ରାଜକିଶୋର ସ୍ୱାଇଁ । ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ