Masthead

୨ ଯୁବକଙ୍କୁ ହାଣିଲେ ମାଓବାଦୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ପୁଣି ମାଓବାଦୀ ଦେଖାଇଛନ୍ତି ନିଜର ବର୍ବରରୂପ। ଗତକାଲି ବିଳମ୍ବିତ ରାତିରେ ବିଜାପୁର ଜିଲ୍ଲା ଉସୁର ଥାନା ଅନ୍ତର୍ଗତ ନେଲାକାଙ୍କେର ଗାଁରେ ମାଓବାଦୀମାନେ ଦୁଇ ଯୁବକଙ୍କୁ ଅତି ନିର୍ମମ ହତ୍ୟା କରିଥିବା ସୂଚନା ମିଳିଛି। ପୁଲିସ ଇନଫର୍ମର ସନ୍ଦେହରେ ଦୁଇ ଯୁବକଙ୍କୁ ମାଓବାଦୀମାନେ ହତ୍ୟା କରିଥିବା କୁହାଯାଉଛି। ମାଓବାଦୀଙ୍କ ଦ୍ବାରା ହତ୍ୟା କରାଯାଇଥିବା ଯୁବକ ଦୁଇ ଜଣ ହେଲେ ରବି କଟ୍ଟମ ଏବଂ ତିରୁପତି ସୋଢି । କାଲି କିଛି ମାଓବାଦୀ ନେଲାକାଙ୍କେର ଗାଁରେ ପହଞ୍ଚି ଉଭୟଙ୍କୁ ଟେକି ନେଇ କୌଣସି ଏକ ଧାରୁଆ ଅସ୍ତ୍ରରେ ହତ୍ୟା କରିଥିବା ଉସୁର ଥାନାରେ ସୂଚନା ପ୍ରାପ୍ତ ହୋଇଛି। ପୁଲିସ ଏବେ ଘଟଣାର ତଦନ୍ତ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ