Masthead

୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ରାଜ୍ୟ ସରକାରଙ୍କ “ଘରକୁ ଫେର” ଯୋଜନା ଅଧୀନରେ ଆଜି ୫୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏଥିରେ ନଅ ଜଣ ମହିଳା ଏବଂ ୪୨ ଜଣ ପୁରୁଷ ଥିଲେ । ସେମାନଙ୍କ ନାମରେ ୬୬ ଲକ୍ଷ ପୁରସ୍କାର ଥିଲା।

ଆତ୍ମସମର୍ପଣକାରୀଙ୍କ ମଧ୍ୟରେ ପିଏଲଜିଏ ବାଟାଲିଅନ, କମ୍ପାନୀ ଏବଂ କ୍ଷେତ୍ର କମିଟିର ସଦସ୍ୟ ଥିଲେ। ୨୦୨୫ ମସିହାରେ ଏପର୍ଯ୍ୟନ୍ତ ୪୬୧ ଜଣ ମାଓବାଦୀ ମୁଖ୍ୟସ୍ରୋତକୁ ଫେରିଛନ୍ତି । ଯେଉଁଥିରେ ୧୩୮ ଜଣ ନିହତ ହୋଇଛନ୍ତି ଏବଂ ୪୮୫ ଜଣଙ୍କୁ ଗିରଫ କରାଯାଇଛି। ଏହା ଶାନ୍ତି ଏବଂ ବିକାଶ ଦିଗରେ ଏକ ପ୍ରମୁଖ ପଦକ୍ଷେପ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼