Masthead

ବନ୍ଧୁକ ମୁନରେ ୩୫ ଲକ୍ଷ ଲୁଟ୍

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଲଇମୁରା ରାସ୍ତା କରଙ୍ଗାମାଳ ଜଙ୍ଗଲରେ ବନ୍ଧୁକ ମୁନରେ ଡକାୟତି ହୋଇଥିବା ଅଭିଯୋଗ ହୋଇଛି । ତିନୋଟି ବାଇକରେ ୬ ଲୁଟେରା ବନ୍ଧୁକ ମୁନରେ ୩୫ ଲକ୍ଷ ୪୧ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୁଚନା ଅନୁସାରେ, ଏକ ବୋଲେରୋ ଗାଡିରେ ସମ୍ବଲପୁରରୁ ଲଇମୁରାକୁ ୟୁନିୟନ ବ୍ୟାଙ୍କକୁ ଟଙ୍କା ନେଇ ଯାଉଥିବା ବେଳେ ଏହି ଘଟଣା ଘଟିଥିବା ଜଣାଯାଇଛି। ଡକାୟତମାନେ ଲୁଟ କରି ସାରିବା ପରେ ଝାରସୁଗୁଡା ଆଡକୁ ଯାଇଥିବା ସନ୍ଦେହ କରାଯାଉଛି। ଡକାୟତ ମାନଙ୍କୁ ଧରିବା ପାଇଁ ପୋଲିସ ୩ଟି ଟିମ ଗଠନ କରିଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ