Masthead

ଟ୍ରେନ ଧକ୍କାରେ ଦନ୍ତା ମୃତ୍ୟୁ

ବାରିପଦା (ବଡ଼ ଖବର ବ୍ୟୁରୋ): ଟ୍ରେନ ଧକ୍କାରେ ଦନ୍ତାହାତୀର ମୃତ୍ୟୁ। ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବେତନଟୀ ନିକଟସ୍ଥ ଜୁଗଳ ରେଳ ଷ୍ଟେସନ ନିକଟରେ। ଗତକାଲି ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ରେଳ ଧାରଣା ଉପରକୁ ଚାଲି ଆସିଥିଲା । ଦନ୍ତା ହାତୀଟି ଜୁଗଳ ରେଳ ଷ୍ଟେସନ ପୂର୍ବରୁ ଥିବା ରେଳ ଫାଟକ ମଧ୍ୟରେ ଟ୍ରାକ ଉପରକୁ ଚାଲି ଆସିବାରୁ ଉପସ୍ଥିତ ଲୋକେ ହାତୀ ଘଉଡାଇବାକୁ ଚେଷ୍ଟା କରିଥିଲେ । ହେଲେ ରେଳ ଫାଟକ ଗେଟ୍ ପଡ଼ିଥିବାରୁ ହାତୀଟି ବାହାରକୁ ଯାଇ ପାରି ନଥିଲା । ସେହି ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରେନ ସିଧା ହାତୀକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହାତୀର ମୃତ୍ୟୁ ହୋଇଛି । ଟ୍ରେନ୍ ହାତୀକୁ ଧକ୍କା ଦେଇ କିଛି ସମୟ ଅଟକି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ