ନୂଆପଡ଼ା ଯିବେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ଯେତେ ପାଖେଇ ଆସୁଛି, ପ୍ରଚାର ସେତେ ଜୋର ଧରୁଛି । ଏଥର ଆଉ କେବଳ ତାରକା ପ୍ରଚାରକରେ କାମ ଚଳିବନି, ମୈଦାନକୁ  ଆସିବେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ପୂର୍ବତନ  ମୁଖ୍ୟମନ୍ତ୍ରୀ ଓ ମାଳମାଳ ମନ୍ତ୍ରୀ । ସେହିପରି  ବହୁ ହେଭିୱେଟ୍‌ ସାଂସଦ, ବିଧାୟକ ଓ  ବିଭିନ୍ନ ଦଳର ମୁଖପାତ୍ର ବି ସାମିଲ ହେବେ ।  ସେମାନଙ୍କ ଦଳ ଶାସନରେ ଥିବା ବେଳେ  କି କି ଭଲ କାମ କରିଛି ତାହା ବଖାଣିବା  ସହ ଅନ୍ୟ ଦଳକୁ ଅଙ୍ଗୁଳି ନିର୍ଦ୍ଦେଶ କରିବେ । 

ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ  ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ସପକ୍ଷରେ  ନୂଆପଡ଼ାରେ ପ୍ରଚାର ଆରମ୍ଭ କରିବେ । ଭୁବନେଶ୍ୱରରୁ ଆଜି ସକାଳ ୯.ଘଣ୍ଟା ୪୫ ମିନିଟ ରୁ ବାହାରି ୧୦ ଘଣ୍ଟା. ୪୫ ମିନିଟରେ ନୂଆପଡ଼ା ଗୌତମା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରୁ ସେତନ୍ତ୍ର ହେଲିକପ୍ଟରରେ ସମ୍ଭବ ଅସ୍ଥାୟୀ ହେଲିପେଡରେ ୧୧ ଘଣ୍ଟା ୧୫ ମିନିଟ ରେ ପହଞ୍ଚିବେ। ସେଠାରେ ୧୨.୩୦ ପର୍ଯ୍ୟନ୍ତ ସାଧାରଣ ସଭାରେ ଉଦବୋଧନ ଦେବେ। ପରେ ଭୁବନେଶ୍ବର ଫେରିଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ